ଆଞ୍ଚଳିକ ବାଣପୁର ଏନଏସି ରେ ଦକ୍ଷତା ବିକାଶ ଶିବିର ଅନୁଷ୍ଠିତ: ମୁକ୍ତା ଯୋଜନା ଉପରେ ଗୁରୁତ୍ଵ ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏନଏସି ରେ ଏକ ଦକ୍ଷତା ବିକାଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ମିଟୁ ନାୟକଙ୍କ ଅଧ୍ୟକ୍ଷତାରେ…