Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ରାଜ୍ୟ ଖବର

ଆଜିଠୁ ଦୁଇ ଦିନିଆ ଭୁଟାନ ଗସ୍ତରେ ଯିବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ଵର: ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଦୁଇଦିନିଆ ଭୁଟାନ ଗସ୍ତରେ ଯିବେ। ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଭୁଟାନରେ ଅନୁଷ୍ଠିତ ହେଉଥିବା ଦକ୍ଷିଣ ଏସିଆ ଲେବର ମୋବିଲିଟି ସମ୍ମିଳନୀରେ ଯୋଗଦେବା ପାଇଁ ଶ୍ରୀ ସିଂହଦେଓ ଭୁଟାନ ଯାଉଛନ୍ତି।