ବିଶେଷ ଖବର ଦକ୍ଷିଣ ଓଡିଶା ବିକାଶ ପରିଷଦ ପାଇଁ ଗଠନ ହେଲା ଟାସ୍କ ଫୋର୍ସ, ଗୃହରେ ନାମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଗଠନ ହେବ ଦକ୍ଷିଣ ଓଡିଶା ବିକାଶ ପରିଷଦ। ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ଏକ ଟାସ୍କ ଫୋର୍ସ…