ଆଜିର ଖବର ନଭେମ୍ବର ମଧ୍ୟ ଭାଗରେ ଲଘୁଚାପ ସମ୍ଭାବନା ଭୁବନେଶ୍ୱର: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତା’ ପରବର୍ତ୍ତୀ…