ଆଜିର ଖବର ଦଶାହ ଭୋଜି ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ଅନାଥ ହେଲେ ଦୁଇ ଶିଶୁ ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ନିକଟ ଜାଟିପାଣି ଗ୍ରାମରେ ଦଶାହ ଭୋଜି ଖାଇବା ପରେ ଅସୁସ୍ଥ ହୋଇ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚତ୍ରୀସାହି ଗ୍ରାମର…