ଆଜିର ଖବର ଶ୍ରୀମନ୍ଦିରରେ ବଦଳିବ ଦର୍ଶନ ବ୍ୟବସ୍ଥା: ୩-୪ ମାସରେ ଲାଗୁ ହେବ ଧାଡ଼ି ଦର୍ଶନ ପୁରୀ: ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ ଆସିବ ବଡ଼ ପରିବର୍ତ୍ତନ। ଭିଡ଼ ନିୟନ୍ତ୍ରଣ ସହ ଶ୍ରଦ୍ଧାଳୁଙ୍କୁ ଅଧିକ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ଭାବେ ମହାପ୍ରଭୁଙ୍କ ଦର୍ଶନ କରାଇବା…