ବିଶେଷ ଖବର ଡ୍ରାଇଭର ସଂଘ ଆନ୍ଦୋଳନକୁ ନେଇ ବିଜେପି ତୁଛା ରାଜନୀତି କରୁଛି: ବିଜେଡି ଭୁବନେଶ୍ୱର: ଦଶ ଦଫା ଦାବି ନେଇ ଗତକାଲିଠାରୁ ଟ୍ରକ୍ ଡ୍ରାଇଭର ସଂଘ ଚଳାଇଥିବା ଆନ୍ଦୋଳନକୁ ବିଜେପିର ସମର୍ଥନ ଏକ ନାଟକବାଜି ବ୍ୟତୀତ ଅନ୍ୟ କିଛି ନୁହେଁ। ବିଜେପି…