ଆଜିର ଖବର ଶଙ୍କରଆଚାର୍ଯ୍ୟ ମଠରେ ଆଦିତ୍ୟବାହିନୀ ଦ୍ୱାରା ନିଃଶୁଳ୍କ ଦନ୍ତ ଚିକିତ୍ସା ଶିବିର ଅନୁଷ୍ଠିତ ପୁରୀ: ଆଦିତ୍ୟବାହିନୀ ଦ୍ଵାରା ନିଃଶୁଳ୍କ ଏକ ଦିବସୀୟ ଦନ୍ତ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ମହାରାଜାଙ୍କ ନିଜସ୍ଵ ସଚିବ ସ୍ଵାମୀ ନିର୍ବିକଳ୍ପାନନ୍ଦ…