ଜାତୀୟ ଖବର ଭୁବନେଶ୍ବର କ୍ୟାପିଟାଲ ହସପିଟାଲରେ ଆରମ୍ଭ ହେଲା କରୋନା ଟୀକାକରଣ, ଟୀକା ନେବା ପରେ କଣ କହିଲେ ଶୁଣନ୍ତୁ ଭୁବନେଶ୍ବର, ଓଡିଶାରେ କରୋନା ଟୀକାକରଣ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ସଚିବଙ୍କ ଉପସ୍ଥିତିରେ କ୍ୟାପିଟାଲ ହସପିଟାଲରେ ଏହାର ଶୁଭାରମ୍ଭ କରାଯାଇଛି। ପ୍ରଥମ ଟୀକା ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ…