ଆଞ୍ଚଳିକ ନୂତନ ସ୍ଥାନକୁ ସ୍ଥାନାନ୍ତରିତ ହେଲା ବାଲୁଗାଁ ଏଚଡିଏଫସି ବ୍ୟାଙ୍କ: ଉଦଘାଟନ କଲେ ଖୋର୍ଦ୍ଧା ଜିଲ୍ଲାପାଳ ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମେନ ରୋଡ଼ ଦିଗନ୍ତିକା ହୋଟେଲ ମହଲାରେ ପୁର୍ବରୁ ଅବସ୍ଥିତ ଥିବା ଏଚଡିଏଫସି ବ୍ୟାଙ୍କ ଟି ନିକଟସ୍ଥ…