ଦିଗପହଣ୍ଡି ବିଧାୟକ

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦୁଇଦିନିଆ ଗଂଜାମ ଗସ୍ତରେ ଆସି ଦିଗପହଣ୍ଡି ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…