ଆଜିର ଖବର ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ କାର୍ଯ୍ୟାଳୟରେ ବ୍ଲକ ପ୍ରଶାସନ ତରଫରୁ ବିଭିନ୍ନ ଯୋଜନାରେ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର, ଜାତୀୟ ପରିବାର…