ଆଜିର ଖବର ବ୍ରହ୍ମକୁମାରୀଙ୍କ ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କଲେ ରାଷ୍ଟ୍ରପତି ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଜୁଲାଇ ୮, ୨୦୨୪) ଓଡ଼ିଶାର ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଡିଭାଇନ୍ ରିଟ୍ରିଟ୍ ସେଣ୍ଟରକୁ ଉଦଘାଟନ କରିଛନ୍ତି। ସେ…