ଅନ୍ତରାଷ୍ଟ୍ରୀୟ ଦିଲ୍ଲୀରେ ପହଞ୍ଚିଲେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ ନୂଆଦିଲ୍ଲୀ: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗ ତିନି ଦିନିଆ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ସେ ରାତିରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସାକ୍ଷାତ କରିଛନ୍ତି। ଦୁଇ…