ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: କିଛିଦିନର ବ୍ୟବଧାନ ପରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ସାଥିରେ ଅଛନ୍ତି ସଭାପତି  ମନମୋହନ ସାମଲ ଏବଂ ପ୍ରଭାରୀ ବିଜୟପାଲ ସିଂ…