ଆଜିର ଖବର ମମତା ବାନାର୍ଜୀଙ୍କୁ ଝଟକା: ଇସ୍ତଫା ଦେଲେ ତୃଣମୂଳ କଂଗ୍ରେସ ଦଳର ସାଂସଦ ଦୀନେଶ ତ୍ରିବେଦୀ ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଯେତେ ନିକଟ ହେଉଛି ତୃଣମୂଳ କଂଗ୍ରେସ ଦଳରୁ ବହୁ ବିଧାୟକ, ମନ୍ତ୍ରୀ, ସାଂସଦ ନିଜ ପଦବୀରୁ ଇସ୍ତଫା ଦେଉଛନ୍ତି। ଆଜି ଆଉ…