ଆଜିର ଖବର କୋଭିଡ ପରିସ୍ଥିତିରେ ଭାରତର ଭୂମିକା ଅତୁଳନୀୟ: ପୂର୍ବତନ ରାଷ୍ଟ୍ରଦୂତ ଦୀପକ ଭୋରା ଭୁବନେଶ୍ୱର: କୋଭିଡ-୧୯ର ବିଭୀଷିକା ପୃଥିବୀରେ ଅନେକ କିଛି ପରିବର୍ତ୍ତନ ଆଣିଛି ମାତ୍ର ଏହି ସମୟରେ ଭାରତର ଆନ୍ତର୍ଜାତିକ ଭୂମିକା ନିଶ୍ଚିତ ଭାବେ ପ୍ରଶଂସନୀୟ ବୋଲି ପୋଲାଣ୍ଡରେ ଅବସ୍ଥାପିତ…