ଆଜିର ଖବର ଦୀପାବଳି ପରେ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ! ଭୁବନେଶ୍ବର: ରାଜ୍ୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ସ୍କୁଲ ଖୋଲିବା ନେଇ ଆଲୋଚନା ଆରମ୍ଭ ହୋଇଯାଇଛି। ଦୀପାବଳି ଛୁଟି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ଆଲୋଚନା…