ଆଜିର ଖବର ଦୀପାବଳି ପାଇଁ ରେଳବାଇର ଘୋଷଣା, ପୁରୀ ଓ ନୂଆଦିଲ୍ଲୀ ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଏକ୍ସପ୍ରେସ୍ ଟ୍ରେନ୍ ଦୀପାବଳି ପାଇଁ ରେଳବାଇର ଘୋଷଣା: ପାର୍ବଣ ଋତୁରେ ଅତିରିକ୍ତ ଭିଡ଼ ଦୂର କରିବା ପାଇଁ, ଭାରତୀୟ ରେଳବାଇ ନିମ୍ନଲିଖିତ କାର୍ଯ୍ୟସୂଚୀ ଅନୁଯାୟୀ ପୁରୀ ଏବଂ ନୂଆଦିଲ୍ଲୀ ମଧ୍ୟରେ…