ଆଜିର ଖବର ଓଡ଼ିଶାରେ “ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ ୨୦୩୦”ର ସଫଳ ରୂପାୟନ: ସୁନ୍ଦରଗଡ଼ରୁ ଶୁଭାରମ୍ଭ ହେବ କର୍ମଶାଳା ସୁନ୍ଦରଗଡ଼: ମିଳିତ ଜାତିସଂଘ ପକ୍ଷରୁ ପ୍ରସ୍ତୁତ “ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ” ୨୦୩୦ର ଓଡ଼ିଶାରେ ସଫଳ ରୂପାୟନ ଲାଗି ରାଜ୍ୟ ସରକାର ବିଶେଷ ପଦକ୍ଷେପ ନେଉଛନ୍ତି। ଏନେଇ ଯୋଜନା…