ଆଜିର ଖବର ସୋଆ ଆଇଭିଏସ୍ଏଏଚ୍ରେ ପରିସଂଖ୍ୟାନ ଓ ପ୍ରୟୋଗ ସମ୍ବନ୍ଧୀୟ ଦୁଇଦିନିଆ କର୍ମଶାଳା ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନସ୍ ଆଣ୍ଡ ଆନିମଲ ହଜବ୍ୟାଣ୍ଡ୍୍ରି (ଆଭିଏସ୍ଏଏଚ୍)ରେ ବୁଧବାର ପ୍ରାଣୀପ୍ରଜନନ (ଆନିମଲ୍ ଜେନେଟିକ୍ସ ଆଣ୍ଡ ବ୍ରିଡିଂ)…