ଆଜିର ଖବର ରାଉରକେଲା: ଉତ୍କଳ ସାମ୍ବାଦିକ ସଂଘର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ସମ୍ମିଳନୀ ଉଦଯାପିତ ଭୁବନେଶ୍ବର: ଅନୁବନ୍ଧିତ ସୁନ୍ଦରଗଡ଼ ଜିଲ୍ଲା ଶାଖା ଆନୁକୁଲ୍ୟରେ ଉତ୍କଳ ସାମ୍ବାଦିକ ସଂଘର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀର ଦୁଇଦିନିଆ ସମ୍ମିଳନୀ ରାଉରକେଲା ଠାରେ ମହା ସମାରୋହରେ ଆୟୋଜିତ ହୋଇଯାଇଛି।…