ଆଜିର ଖବର ଜୁଲାଇ ୧୧ ରୁ ସୋଆରେ ଅନୁଷ୍ଠିତ ହେବ ଆଇଏନଏଆଇର ‘ଟେକ୍ନୋଲୋଜି କନ୍କ୍ଲେଭ-୨୦୨୬’ ଭୁବନେଶ୍ୱର: ଦେଶର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବୈଷୟିକ ଓ ଜାତୀୟ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ପାଇଁ ଇଣ୍ଡିଆନ୍ ନ୍ୟାସନାଲ୍ ଏକାଡେମୀ ଅଫ୍ ଇଞ୍ଜିନିୟରିଂ (ଆଇଏନଏଆଇ) ପକ୍ଷରୁ ‘ଟେକ୍ନୋଲୋଜି…