ଦୁବାଇରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଦୁବାଇରେ ହେବ ବହୁ ପ୍ରତିକ୍ଷିତ ଇନଭେଷ୍ଟର ମିଟ୍। ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସହିତ ଆଲୋଚନା କରିବେ। ସେଥିପାଇଁ ଦୁବାଇରେ ଲାଗିଲାଣି ସ୍ବାଗତଂ…