ଆଜିର ଖବର ଓଡିଶାକୁ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର/କେନ୍ଦୁଝର: “ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢାଇ ନେଇ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ…