ଦୁଷ୍କର୍ମ ଓ ହତ୍ୟାକାଣ୍ଡ

ଭୁବନେଶ୍ଵର: ଅନୁଗୋଳ ଜିଲ୍ଲାରେ ଘଟିଥିବା ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା କରିବା ଭଳି ସମ୍ବେଦନଶୀଳ ମାମଲାର ଚୁଡାନ୍ତ ରାୟ ଆଜି ପ୍ରକାଶ ପାଇଛି।…