ଅପରାଧ ବିରାଟ କୋହଲିଙ୍କ ଝିଅକୁ ଦୁଷ୍କର୍ମ ଧମକ: ହାଇଦ୍ରାବାଦରୁ ଗିରଫ ହେଲା ଅଭିଯୁକ୍ତ ମୁମ୍ବାଇ: ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ଝିଅକୁ ଦୁଷ୍କର୍ମ କରିବାକୁ ଧମକ ଦେଇଥିବା ବ୍ୟକ୍ତିକୁ ମୁମ୍ବାଇ ପୋଲିସ ଗିରଫ କରିଛି। ଏହି ଅଭିଯୁକ୍ତକୁ ହାଇଦ୍ରାବାଦରୁ ମୁମ୍ବାଇକୁ…