ଦୂରଗାମୀ ସ୍ୱତନ୍ତ୍ର ଟ୍ରେନ୍ ସେବା

ଭୁବନେଶ୍ଵର: ସାଧାରଣ ଜନତା, ବିଶେଷକରି ରେଳ ଯାତ୍ରୀମାନଙ୍କ ସୁବିଧା ପାଇଁ ଏବଂ ଗୁରୁତ୍ୱପୂର୍ଣ୍ଣ ମାର୍ଗରେ ନିୟମିତ ଚଳାଚଳ କରୁଥିବା ଟ୍ରେନ ମାନଙ୍କରେ ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି…