ଆଜିର ଖବର ଦୂର ହେଲା ଆଶଙ୍କା: ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଭୁବନେଶ୍ବର: ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ ଖୋଲିବା ପାଇଁ ଏବେ ସ୍ପଷ୍ଟ ହୋଇଛି। ସ୍କୁଲ ଖୋଲିବା ନିଷ୍ପତ୍ତିରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆସନ୍ତା ୩…