ଜାତୀୟ ଖବର BEAKING: ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ, ସଂଜୟ ସିଂଙ୍କୁ ପୁଣି ମିଳିଲା ଅତିରିକ୍ତ ଦାୟିତ୍ବ ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ ସ୍ତରରେ କେତେକ ଅଦଳବଦଳ କରିଛନ୍ତି। ମୁଖ୍ୟତଃ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା…