ବିଶେଷ ଖବର ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ ଲୋକାର୍ପିତ କରିଛନ୍ତି।…