ବିଶେଷ ଖବର ଦେବଗଡ଼ରେ ଗଣେଶ ପୂଜା ମଣ୍ଡପ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର: ଗଣେଶ ପୂଜା ସାମାଜିକ, ଧାର୍ମିକ ଓ ସାଂସ୍କୃତିକ ସମନ୍ୱୟର ପ୍ରତୀକ ବୋଲି ବୁଧବାର ଦେବଗଡ଼ର ବିଭିନ୍ନ ସ୍ଥାନରେ ଆୟୋଜିତ ଗଣେଶ ପୂଜାରେ ସାମିଲ ହେବା ଅବସରରେ…