ଆଜିର ଖବର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଆରମ୍ଭ ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ…