ଆଜିର ଖବର ନବରାତ୍ରୀର ଷଷ୍ଠ ଦିନରେ ଦେବୀ କାତ୍ୟାୟନୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ ନୁଆଦିଲ୍ଲୀ: ନବରାତ୍ରୀର ଷଷ୍ଠ ଦିନରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେବୀ କାତ୍ୟାୟନୀଙ୍କୁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି: “ନବରାତ୍ରୀର ଷଷ୍ଠୀରେ ମା’…