ଆଜିର ଖବର ନବରାତ୍ରୀର ନବମ ଦିନରେ ଦେବୀ ସିଦ୍ଧିଦାତ୍ରୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ନବରାତ୍ରୀର ନବମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେବୀ ସିଦ୍ଧିଦାତ୍ରୀଙ୍କୁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି: “ନବରାତ୍ରୀରେ ମା’ ସିଦ୍ଧିଦାତ୍ରୀଙ୍କୁ କୋଟି କୋଟି ନମନ। ତାଙ୍କ କୃପାରୁ…