ଆଜିର ଖବର ପ୍ରଥମ ନିର୍ବାଚନ କମିଶନରଙ୍କ ବିୟୋଗରେ ରାଜ୍ୟ ନିର୍ବାଚନ କମିଶନର କାର୍ଯ୍ୟାଳୟରେ ଶୋକସଭା ଭୁବନେଶ୍ୱର: ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଶ୍ରୀ ଦେବେନ୍ଦ୍ର କୁମାର ମିଶ୍ରଙ୍କ ବିୟୋଗରେ ଆଜି ରାଜ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା ।…
ଆଜିର ଖବର ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ପରଲୋକ ଭୁବନେଶ୍ୱର : ଓଡ଼ିଶାର ପ୍ରଥମ ରାଜ୍ୟ ନିର୍ବାଚନ କମିଶନର ତଥା ଅବସରପ୍ରାପ୍ତ ଆଇଏଏସ୍ ଦେବେନ୍ଦ୍ର କୁମାର ମିଶ୍ରଙ୍କର ଆଜି ଦିନ ୧୨ଟା ୩୦ମିନିଟରେ ପରଲୋକ ହୋଇଯାଇଛି ।…