ଆଜିର ଖବର ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼ ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଶୁକ୍ରବାର ଏକ ଅପ୍ରତ୍ୟାଶିତ ଦୃଶ୍ୟ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ରାଜ୍ୟର ଦୁଇ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଓ ଶିବସେନା…