ଜାତୀୟ ଖବର ଆଜି ଓଡିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଜାଣନ୍ତୁ କେତେ ଅଛନ୍ତି ଭୋଟର, କେତୋଟି ଭୋଟ କେନ୍ଦ୍ର, କେତେ ପ୍ରାର୍ଥୀ ଭୁବନେଶ୍ବର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ପଞ୍ଚମ ପର୍ଯ୍ୟାୟ ତଥା ଓଡ଼ିଶାର ଡ୍ବିତୀୟ ପର୍ଯ୍ୟାୟର ୫ ଗୋଟି ସଂସଦୀୟ କ୍ଷେତ୍ର ବରଗଡ଼,ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ…