ଆଜିର ଖବର ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଆଜି ବାଣପୁର କୋର୍ଟ ପରିସରରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ…