ଆଜିର ଖବର ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ -୨୦୨୫ ଅନୁଷ୍ଠିତ ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବୁଦ୍ଧ ମନ୍ଦିର ସଭାଗୃହରେ ଉତ୍କଳୀୟମ ଫାଉଣ୍ଡେସନ ଟ୍ରଷ୍ଟ, ଭୁବନେଶ୍ୱର, ଓଡିଶା ପକ୍ଷରୁ ରାଜ୍ୟ ସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ -୨୦୨୫ ଅନୁଷ୍ଠିତ ହୋଇ ଯାଇଛି।…