ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ବର: ଆସନ୍ତାକାଲି ଦେଶର ପଞ୍ଚମ ପର୍ଯ୍ୟାୟ ଏବଂ ଓଡିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏଥିରେ ଓଡିଶାର ୫ ଗୋଟି ସଂସଦୀୟ କ୍ଷେତ୍ର ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର,…