ବିଶେଷ ଖବର କୋଭିଡ ମୁକାବିଲା: ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଏଡାଇବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଇଉରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶ ମାନଙ୍କରେ ପ୍ରଥମ ପର୍ଯ୍ୟାୟ କୋଭିଡ ସଂକ୍ରମଣ ପରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡିଶାରେ ଡିସେମ୍ବର ଦ୍ବିତୀୟ…