ଜାତୀୟ ଖବର ଜିଏସଟି କାର୍ଯ୍ୟକାରୀ ହେବା ପରଠାରୁ ଅକ୍ଟୋବର ମାସରେ ଦ୍ଵିତୀୟ ସର୍ବାଧିକ ପରିମାଣର ରାଜସ୍ୱ ସଂଗ୍ରହ ନୂଆଦିଲ୍ଲୀ: ୨୦୨୧ ଅକ୍ଟୋବର ମାସରେ ମୋଟ ୧ ଲକ୍ଷ ୩୦ ହଜାର ୧୨୭ କୋଟି ଟଙ୍କାର ଜିଏସଟି ରାଜସ୍ୱ ସଂଗୃହିତ ହୋଇଛି। ଏଥିମଧ୍ୟରେ ସିଜିଏସଟି ପରିମାଣ ୨୩…