ଆଜିର ଖବର ରିଲାଏନ୍ସ ଜିଓର ଦ୍ୱିତୀୟ ତ୍ରୈମାସିକ ନେଟ୍ ଲାଭ ୨୮ ପ୍ରତିଶତ ବୃଦ୍ଧି ପାଇ ୪,୫୧୮ କୋଟି ଟଙ୍କା ଭୁବନେଶ୍ୱର: ରିଲାଏନ୍ସ ଜିଓ ଇନ୍ଫୋକମ୍ ସେପ୍ଟେମ୍ବର ସୁଦ୍ଧା ଶେଷ ହୋଇଥିବା ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ୪,୫୧୮ କୋଟି ଟଙ୍କାର ନେଟ୍ ଲାଭ କରିଛି। ବାର୍ଷିକ…