ବିଶେଷ ଖବର ଦୟା ୱେଷ୍ଟ କେନାଲର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଯୋଜନା ଗୁଡିକୁ…