ଆଜିର ଖବର କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ ନୂଆଦିଲ୍ଲୀ: ଭାରତର ଶିକ୍ଷା ବ୍ୟବସ୍ଥାକୁ ଅଧିକ ସମୃଦ୍ଧ ଓ ପ୍ରଯୁକ୍ତିବିଦ୍ୟା ସମ୍ପନ୍ନ କରିବା ଦିଗରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…