ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏନଡିଏ ସଦସ୍ୟମାନଙ୍କ ସହ ସଂସଦରେ ‘ଦ ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର ଦେଖିଛନ୍ତି।
ସେ ଏକ୍ସର ଏକ ପୋଷ୍ଟରେ ଲେଖିଛନ୍ତି:
“ଏନଡିଏ ସଦସ୍ୟମାନଙ୍କ ସହ ‘ଦ ସାବରମତୀ ରିପୋର୍ଟ’ର ସ୍କ୍ରିନିଂରେ ଯୋଗଦେଲି। ଚଳଚ୍ଚିତ୍ର ନିର୍ମାତାମାନଙ୍କୁ ସେମାନଙ୍କ ପ୍ରଚେଷ୍ଟା ପାଇଁ ପ୍ରଶଂସା କରୁଛି।”