ଧଉରା କାଠ

କନ୍ଦର୍ପ ବେହେରା ରେଢ଼ାଖୋଲ: ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ରଥ ନିର୍ମାଣ ପାଇଁ ରେଢ଼ାଖୋଲ ଜଙ୍ଗଲରୁ ପ୍ରଥମଥର ପାଇଁ ଧଉରା କାଠ ଏକ ଟ୍ରକ୍ ରେ ଆଜି ପଠାଯାଇଛି।…