ଆଜିର ଖବର ୧୨,୮୫୦ କୋଟିର ସ୍ୱାସ୍ଥ୍ୟସେବା କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଧନନ୍ତରୀ ଜୟନ୍ତୀ ଏବଂ ନବମ ଆୟୁର୍ବେଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନ (ଏଆଇଆଇଏ)ରେ ପ୍ରାୟ ୧୨,୮୫୦…