PanchayatElection ଶାନ୍ତିଶୃଙ୍ଖଳାରେ ସରିଲା ପଞ୍ଚାୟତ ନିର୍ବାଚନ: ଭୋଟରଙ୍କୁ ଧନ୍ୟବାଦ ଜଣାଇଲେ ଖୋର୍ଦ୍ଧା ଜିଲ୍ଲାପାଳ ଖୋର୍ଦ୍ଧା: ଆଜି ରାଜ୍ୟରେ ଶେଷ ହେଲା ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ। କାଁଭା କିଛି ସ୍ଥାନକୁ ଛାଡିଦେଲେ ରାଜ୍ୟର ପ୍ରାୟ ସବୁ ସ୍ଥାନରେ ଶାନ୍ତିଶୃଙ୍ଖଳାରେ ମତଦାନ ଶେଷ ହୋଇଛି।…